We Believe JesusFé, Esperança e Nova Vida

ଆୟୁବ 25

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 24 ଆୟୁବ ଆୟୁବ 26 →

1ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,

2“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ;

3ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି?

4ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ?

5ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ

6ତେବେ କୀଟମାତ୍ର ମନୁଷ୍ୟ କʼଣ!

← ଆୟୁବ 24 ଆୟୁବ ଆୟୁବ 26 →