We Believe JesusFé, Esperança e Nova Vida

ଆୟୁବ 28

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 27 ଆୟୁବ ଆୟୁବ 29 →

1ନିଶ୍ଚୟ ରୂପାର ଆକର ଅଛି

2ମୃତ୍ତିକାରୁ ଲୁହା କଢ଼ାଯାଏ

3ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ

4ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ;

5ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ

6ତହିଁର ପ୍ରସ୍ତର ନୀଳକାନ୍ତମଣିର ସ୍ଥାନ

7କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ,

8ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି,

9ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ;

10ସେ ଶୈଳ ମଧ୍ୟରେ ନାଳ କାଟେ

11ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ;

12ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ?

13ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ;

14ବାରିଧି କହେ, ‘ତାହା ମୋʼ ଠାରେ ନାହିଁ;’

15ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ,

16ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ,

17ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ;

18ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ;

19କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ,

20ତେବେ ଜ୍ଞାନ କେଉଁଠାରୁ ଆସେ?

21ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ

22ବିନାଶ ଓ ମୃତ୍ୟୁୁ କହନ୍ତି,

23ପରମେଶ୍ୱର ତହିଁର ପଥ ଜାଣନ୍ତି

24କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ

25ବାୟୁର ଓଜନ ନିରୂପଣ କରନ୍ତି

26ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ

27ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ;

28ପୁଣି, ସେ ମନୁଷ୍ୟକୁ କହିଲେ,

← ଆୟୁବ 27 ଆୟୁବ ଆୟୁବ 29 →