1ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି;
2କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ
3ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ
4ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ
5ଯଦି ମୁଁ ଅସାରତାରେ ଗତାୟାତ କରିଥାଏ
6ତେବେ ମୁଁ ଧର୍ମ ନିକ୍ତିରେ ତୌଲାଯାଏ,
7ଯଦି ମୋହର ପାଦ ବିପଥରେ ଯାଇଥାଏ
8ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ;
9ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ
10ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ31:10 ଅନ୍ୟର ଚକି ପେଷୁ ଅର୍ଥାତ୍ ଅନ୍ୟର ଦାସୀ ହେଉ
11କାରଣ ତାହା ଗୁରୁତର ଦୋଷ;
12କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି
13ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ,
14ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି?
15ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ?
16ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ,
17ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ
18(ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା
19ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ,
20ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ
21ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି
22ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ
23କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା
24ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ
25ମୋହର ସମ୍ପଦ ଅତିଶୟ ହେବାରୁ
26ସୂର୍ଯ୍ୟ ଦୀପ୍ତି ଦେବା ବେଳେ
27ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ
28ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା;
29ମୋʼ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ,
30(ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ
31ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି,
32ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ;
33ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା
34ମହାଜନତାକୁ ଭୟ କରିବାରୁ
35ଆଃ, କେହି ଯଦି ମୋʼ କଥା ଶୁଣିବାକୁ ଥାʼନ୍ତା!
36ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି
37ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି;
38ଯଦି ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ
39ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ,
40ତେବେ ଗହମ ବଦଳେ କଣ୍ଟକଲତା