We Believe JesusFé, Esperança e Nova Vida

ଆୟୁବ 33

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 32 ଆୟୁବ ଆୟୁବ 34 →

1ଯାହାହେଉ, ବିନୟ କରୁଅଛି, ହେ ଆୟୁବ, ମୋʼ କଥା ଶୁଣ

2ଏବେ ଦେଖ, ମୁଁ ଆପଣା ମୁଖ ଫିଟାଉଅଛି,

3ମୋʼ ବାକ୍ୟ ମୋʼ ଅନ୍ତଃକରଣର ସରଳତା ପ୍ରକାଶ କରିବ

4ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି

5ତୁମ୍ଭେ ପାରିଲେ, ମୋତେ ଉତ୍ତର ଦିଅ,

6ଦେଖ, ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ,

7ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ,

8ନିଶ୍ଚୟ ତୁମ୍ଭେ ମୋହର କର୍ଣ୍ଣଗୋଚରରେ କହିଅଛ

9‘ମୁଁ ଶୁଚି, ଅପରାଧରହିତ;

10ଦେଖ, ସେ ମୋʼ ଛିଦ୍ର ଅନ୍ଵେଷଣ କରନ୍ତି,

11ସେ ଯନ୍ତାରେ ମୋହର ପାଦ ରଖନ୍ତି,

12ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ;

13ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ?

14ପରମେଶ୍ୱର ଥରେ କହନ୍ତି,

15ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ;

16ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି

17ତଦ୍ଦ୍ୱାରା ସେ ମନୁଷ୍ୟକୁ ତାହାର ସଂକଳ୍ପରୁ ନିବୃତ୍ତ କରନ୍ତି

18ସେ ତାହାର ପ୍ରାଣକୁ ଗର୍ତ୍ତରୁ

19ମଧ୍ୟ ସେ ଆପଣା ଶଯ୍ୟାରେ ବ୍ୟଥା ଦ୍ୱାରା

20ତେଣୁ ତାହାର ଜୀବନ ଆହାରକୁ

21ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ

22ଆହୁରି, ତାହାର ପ୍ରାଣ ଗର୍ତ୍ତର

23ଯଦି ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ

24ତେବେ ସେ ତାହାକୁ କୃପା କରି କହିବେ,

25ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ;

26ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି;

27ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ,

28ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି

29ଦେଖ, ମନୁଷ୍ୟ ଯେପରି ଜୀବିତ ଲୋକଙ୍କ ଦୀପ୍ତିରେ ଦୀପ୍ତିମାନ ହେବ,

30ପରମେଶ୍ୱର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର

31ହେ ଆୟୁବ, ମନୋଯୋଗ କରି ମୋʼ କଥା ଶୁଣ;

32ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ;

33ନୋହିଲେ ମୋʼ କଥା ଶୁଣ;

← ଆୟୁବ 32 ଆୟୁବ ଆୟୁବ 34 →