1ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି
2ତୁମ୍ଭେମାନେ ପରମେଶ୍ୱରଙ୍କ ରବର ଶବ୍ଦ
3ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ
4ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ,
5ପରମେଶ୍ୱର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି;
6କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼;
7ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ,
8ସେତେବେଳେ ପଶୁମାନେ ଆଶ୍ରୟ ସ୍ଥାନକୁ ଯାʼନ୍ତି
9ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ
10ପରମେଶ୍ୱରଙ୍କ ନିଶ୍ୱାସରେ ହିମାନୀ ଜନ୍ମେ
11ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି;
12ଆଉ, ସେ ଯାହା କିଛି ଆଜ୍ଞା କରନ୍ତି,
13ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ,
14ହେ ଆୟୁବ, ଏଥିରେ କର୍ଣ୍ଣପାତ କର;
15ପରମେଶ୍ୱର କିପରି ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି
16ତୁମ୍ଭେ କି ମେଘମାଳର ସମତୌଲ,
17ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ
18ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର?
19ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ;
20ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ?
21ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ;
22ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ;
23ସର୍ବଶକ୍ତିମାନ ପରମେଶ୍ୱର! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ;
24ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି;