1ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
2“ଏ କିଏ ଯେ, ଜ୍ଞାନରହିତ କଥା ଦ୍ୱାରା
3ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ,
4ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ,
5ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା?
6କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା?
7ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ
8ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା,
9ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ,
10ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି
11‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ
12ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ
13ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ
14ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ;
15ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ
16ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ?
17ତୁମ୍ଭ ନିକଟରେ କି ମୃତ୍ୟୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି?
18ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ?
19ଦୀପ୍ତିର ବାସସ୍ଥାନକୁ ପଥ କାହିଁ?
20ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର?
21ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ
22ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ?
23ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ?
24କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ,
25ଜଳପ୍ଳାବନ ନିମନ୍ତେ ପ୍ରଣାଳୀ
26କିଏ ପୃଥିବୀର ନିର୍ଜନ ସ୍ଥାନରେ
27ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ
28ବୃଷ୍ଟିର କି ପିତା ଅଛି?
29କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି?
30ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ
31ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର?
32ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର?
33ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ?
34ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ,
35ବିଜୁଳି ଯେପରି ଯିବେ ଓ ତୁମ୍ଭକୁ କହିବେ, ‘ଆମ୍ଭେମାନେ ଏଠାରେ ଅଛୁ,’
36କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି?
37କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ?
38ଧୂଳି ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇ ପାରେ?
39ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ?
40ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର?
41ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି