We Believe JesusFé, Esperança e Nova Vida

ଆୟୁବ 5

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 4 ଆୟୁବ ଆୟୁବ 6 →

1ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କʼଣ କେହି ଅଛି?

2କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ

3ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି;

4ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି

5କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯାʼନ୍ତି

6କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ,

7ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ,

8ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି

9ପରମେଶ୍ୱର ମହାନ, ଅନନୁସନ୍ଧେୟ

10ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି

11ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି

12ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି,

13ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି

14ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି,

15ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ୍ଗରୂପ ମୁଖରୁ

16ଏହେତୁ ଦରିଦ୍ର ଭରସା ପାଏ

17ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ;

18କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି;

19ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ;

20ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁୁରୁ

21ଜିହ୍ୱାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ;

22ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ;

23କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ

24ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ

25ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ

26ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।

27ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ;

← ଆୟୁବ 4 ଆୟୁବ ଆୟୁବ 6 →