We Believe JesusFé, Esperança e Nova Vida

ବିଳାପ 4

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ବିଳାପ 3 ବିଳାପ ବିଳାପ 5 →

1ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି!

2ହାୟ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ,

3ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧ ପାନ କରାନ୍ତି;

4ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି;

5ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି;

6କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ,

7ତାହାର କୁଳୀନ ଲୋକମାନେ4:7 କୁଳୀନ ଲୋକମାନେ ଅର୍ଥାତ୍‍ ନାଜରତୀୟମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ,

8ସେମାନଙ୍କର ମୁଖ ଅଙ୍ଗାର ଅପେକ୍ଷା କଳା ବର୍ଣ୍ଣ; ସେମାନେ ଦାଣ୍ଡରେ ଚିହ୍ନା ଯାʼନ୍ତି ନାହିଁ;

9କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ;

10ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି;

11ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି;

12ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାରସମୂହରେ ପ୍ରବେଶ କରିବ,

13ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି,

14ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି,

15ଲୋକେ ସେମାନଙ୍କୁ ଡାକି କହିଲେ, “ହେ ଅଶୁଚି ଲୋକମାନେ, ଦୂର ହୁଅ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ!”

16ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ;

17ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ;

18ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ;

19ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ;

20ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ,

21ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ;

22ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇଯିବେ ନାହିଁ;

← ବିଳାପ 3 ବିଳାପ ବିଳାପ 5 →