1ଯିହୁଦା ଦେଶୀୟ ଯୋଥମ୍, ଆହସ୍ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
2ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ;
3କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି
4ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ
5କାରଣ ଯାକୁବର ଆଜ୍ଞାଲଙ୍ଘନ
6ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି
7ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ
8ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା,
9କାରଣ ତାହାର କ୍ଷତ ଅଚିକିତ୍ସ୍ୟ
10ଗାଥ୍ ନଗରରେ ଏ କଥା ଜଣାଅ ନାହିଁ,
11ହେ ଶାଫୀର ନିବାସିନୀ,
12କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ;
13ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ;
14ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ
15ଆହୁରି, ହେ ମାରେଶା ଗ୍ରାମର ନିବାସିନୀ,
16ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ