1ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି
2ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି
3ଏହେତୁ ସଦାପ୍ରଭୁ ଏହି କଥା କହନ୍ତି;
4ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ
5ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ
6ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର,
7ହେ ଯାକୁବର ବଂଶ,
8ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି;
9ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ;
10ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର;
11ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ,
12ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା;
13ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି;