1ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ
2ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି
3ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ
4ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ,
5ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି;
6ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ
7ପୁଣି, ଦର୍ଶକମାନେ ଲଜ୍ଜିତ
8ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ
9ହେ ଯାକୁବ ବଂଶର ପ୍ରଧାନବର୍ଗ
10ସେମାନେ ସିୟୋନକୁ ରକ୍ତରେ
11ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି
12ଏହେତୁ ତୁମ୍ଭମାନଙ୍କ ସକାଶୁ