1ହେ ସୈନ୍ୟଦଳର କନ୍ୟେ,
2ମାତ୍ର ହେ ବେଥଲିହିମ-ଇଫ୍ରାଥା,
3ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ,
4ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ,
5ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ;
6ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ
7ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର
8ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ,
9ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ
10ଆହୁରି, ସଦାପ୍ରଭୁ କହନ୍ତି, ସେଦିନ
11ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା
12ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା
13ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା
14ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା
15ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ,