1ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ;
2ହେ ପର୍ବତଗଣ,
3“ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ?
4ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ
5ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା
6“ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା
7ସହସ୍ର ସହସ୍ର ମେଷରେ
8ହେ ମନୁଷ୍ୟ, ଯାହା ଉତ୍ତମ,
9ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି
10ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର
11ଆମ୍ଭେ କି ଦୁଷ୍ଟତାର ନିକ୍ତିରେ
12ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି
13ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ;
14ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ
15ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ;
16କାରଣ ଅମ୍ରିଙ୍କର ବିଧି