We Believe JesusFé, Esperança e Nova Vida

ମୀଖା 7

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ମୀଖା 6 ମୀଖା

1ହାୟ, ମୁଁ ସନ୍ତାପର ପାତ୍ର!

2ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି

3ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି;

4ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ;

5ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ

6କାରଣ ପୁତ୍ର ପିତାକୁ ଅମାନ୍ୟ କରେ,

7ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି;

8ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ;

9ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି,

10ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି

11ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ!

12ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ,

13ତଥାପି ନିବାସୀଗଣର ସକାଶୁ

14ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ,

15ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ

16ଗୋଷ୍ଠୀୟ ବର୍ଗ ତାହା ଦେଖି

17ସେମାନେ ସର୍ପ ପରି ଧୂଳି ଚାଟିବେ;

18ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ?

19ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ;

20ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ,

← ମୀଖା 6 ମୀଖା