We Believe JesusFé, Esperança e Nova Vida

ଏବ୍ରୀ 1

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

ଏବ୍ରୀ ଏବ୍ରୀ 2 →

1ଈଶ୍ବର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି,

2ଏହି ଶେଷକାଳରେ ତାହାଙ୍କ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;

3ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,

4ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି।

5କାରଣ ଈଶ୍ବର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି,

6ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି,

7ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି,

8ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି,

9“ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ,

10ଆହୁରି,

11“ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ;

12“ପୁଣି, ତୁମ୍ଭେ ଚାଦର ପରି,

13ଆଉ “ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ,

14ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?

ଏବ୍ରୀ ଏବ୍ରୀ 2 →