1ଆମୋନ୍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
2ସଦାପ୍ରଭୁ କହନ୍ତି, “ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,”
3“ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ
4ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା;
5ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି
6ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”
7ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ;
8ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ
9ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ1:9 ଗୃହ କିମ୍ବା ମନ୍ଦିର ଦୌରାତ୍ମ୍ୟରେ
10ପୁଣି, ସଦାପ୍ରଭୁ କହନ୍ତି, “ସେହି ଦିନ
11ହେ ମକ୍ତେଶ1:11 ମକ୍ତେଶ ସହରର ଏକ ଅଂଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର,
12ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା;
13ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ;
14ସଦାପ୍ରଭୁଙ୍କର ମହାଦିନ1:14 ମହାଦିନ ଅର୍ଥାତ୍ ନ୍ୟାୟର ଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍,
15ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ,
16ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର
17ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ,
18ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ;