We Believe JesusFé, Esperança e Nova Vida

ଗୀତସଂହିତା 100

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 99 ଗୀତସଂହିତା ଗୀତସଂହିତା 101 →

1ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।

2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର;

3ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ;

4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ

5କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

← ଗୀତସଂହିତା 99 ଗୀତସଂହିତା ଗୀତସଂହିତା 101 →