We Believe JesusFé, Esperança e Nova Vida

ଗୀତସଂହିତା 102

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 101 ଗୀତସଂହିତା ଗୀତସଂହିତା 103 →

1ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ

2ମୋʼ ସଙ୍କଟ ଦିନରେ ମୋʼ ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ;

3କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ

4ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି,

5ମୋହର ହାହାକାର ଶବ୍ଦ ସକାଶୁ

6ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର102:6 ପାଣିଭେଳା ପକ୍ଷୀର ଶାଗୁଣା କିଅବା ପେଚା ତୁଲ୍ୟ;

7ମୁଁ ଉଜାଗର ରହେ

8ମୋʼ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି;

9କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି

10ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି;

11ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ

12ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ

13ତୁମ୍ଭେ ଉଠି ସିୟୋନକୁ ଦୟା କରିବ;

14ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା

15ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ

16କାରଣ ସଦାପ୍ରଭୁ ସିୟୋନକୁ ପୁନଃନିର୍ମାଣ କରିଅଛନ୍ତି

17ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି

18ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ;

19କାରଣ ବନ୍ଦୀର ହାହାକାର ଶୁଣିବାକୁ,

20ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି;

21ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ

22ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ

23ସଦାପ୍ରଭୁ ଜୀବନର ପଥ102:23 ପଥ ଅର୍ଥାତ୍‍ ଯୁବକ ଥିବା ସମୟରେ ମଧ୍ୟରେ ମୋର ବଳ ହ୍ରାସ କଲେ,

24ମୁଁ କହିଲି, “ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ;

25ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ;

26ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ;

27ମାତ୍ର ତୁମ୍ଭେ ସେହି ଅଟ

28ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ

← ଗୀତସଂହିତା 101 ଗୀତସଂହିତା ଗୀତସଂହିତା 103 →