We Believe JesusFé, Esperança e Nova Vida

ଗୀତସଂହିତା 103

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 102 ଗୀତସଂହିତା ଗୀତସଂହିତା 104 →

1ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର;

2ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର

3ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି;

4ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି;

5ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି;

6ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି

7ସେ ମୋଶାଙ୍କୁ ଆପଣା ପଥ

8ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,

9ସେ ନିରନ୍ତର ଧମକାଇବେ ନାହିଁ;

10ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି,

11କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ,

12ପୂର୍ବରୁ ପଶ୍ଚିମ ଯେତେ ଦୂର,

13ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ,

14କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି;

15ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ;

16ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ,

17ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ

18ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି,

19ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି;

20ହେ ସଦାପ୍ରଭୁଙ୍କ ବାକ୍ୟସାଧକ

21ହେ ସଦାପ୍ରଭୁଙ୍କର ପରିଚାରକ

22ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ,

← ଗୀତସଂହିତା 102 ଗୀତସଂହିତା ଗୀତସଂହିତା 104 →