We Believe JesusFé, Esperança e Nova Vida

ଗୀତସଂହିତା 104

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 103 ଗୀତସଂହିତା ଗୀତସଂହିତା 105 →

1ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।

2ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ;

3ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ;

4ତୁମ୍ଭେ ବାୟୁକୁ ଆପଣାର ଦୂତ କର;104:4 ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅର୍ଥାତ୍‍ ତୁମ୍ଭେ ଆପଣାର ଦୂତକୁ ବାୟୁ ପରି କର;

5ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ,

6ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ;

7ତୁମ୍ଭ ଧମକରେ ସେସବୁ ପଳାଇଲେ;

8ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ

9ସେମାନେ ଯେପରି ସୀମା ଲଙ୍ଘନ ନ କରିବେ

10ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି;

11ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ,

12ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି,

13ସେ ଆପଣା ସ୍ବର୍ଗରୁ104:13 ସ୍ବର୍ଗରୁ କୋଠରିରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି;

14ସେ ପଶୁଗଣ ନିମନ୍ତେ ତୃଣ

15ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ,

16ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ;

17ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି;

18ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ,

19ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି;

20ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ;

21ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି

22ସୂର୍ଯ୍ୟୋଦୟ ହେଲେ ସେମାନେ ଚାଲିଯାʼନ୍ତି

23ମନୁଷ୍ୟ ଆପଣା କାର୍ଯ୍ୟକୁ

24ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ!

25ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ,

26ତହିଁରେ ଜାହାଜ ଗତାୟାତ କରେ;

27ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା

28ଯାହା ତୁମ୍ଭେ ସେମାନଙ୍କୁ ଦିଅ, ତାହା ସେମାନେ ସାଉଣ୍ଟନ୍ତି।

29ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି;

30ତୁମ୍ଭେ ଆପଣା ଆତ୍ମା104:30 ଆତ୍ମା ଶ୍ୱାସ ପଠାଇଲେ, ସେମାନେ ସୃଷ୍ଟ ହୁଅନ୍ତି;

31ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ;

32ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ,

33ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି;

34ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ;

35ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ

← ଗୀତସଂହିତା 103 ଗୀତସଂହିତା ଗୀତସଂହିତା 105 →