We Believe JesusFé, Esperança e Nova Vida

ଗୀତସଂହିତା 105

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 104 ଗୀତସଂହିତା ଗୀତସଂହିତା 106 →

1ସଦାପ୍ରଭୁଙ୍କର ଧନ୍ୟବାଦ କର,

2ତାହାଙ୍କ ଉଦ୍ଦେଶ୍ୟରେ ଗାନ କର,

3ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର;

4ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର;

5ହେ ତାହାଙ୍କ ଦାସ ଅବ୍ରହାମର ବଂଶ,

6ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ

7ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି;

8ସେ ଆପଣା ନିୟମ, ଅର୍ଥାତ୍‍,

9ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‌ହାକ ନିକଟରେ କରିଥିଲେ,

10ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ

11“ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ

12ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ

13ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ,

14ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ;

15“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ

16ଏଥିଉତ୍ତାରେ ସେ ଦେଶରେ105:16 ଦେଶରେ ମିସର ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ;

17ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ;

18ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ;

19ଶେଷରେ ତାହାର ବଚନ ସଫଳ ହେଲା;

20ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା;

21ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ

22ତାହାକୁ ଆପଣା ଗୃହର ପ୍ରଭୁ

23ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା

24ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ

25ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ

26ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା

27ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ

28ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ;

29ସେ ସେମାନଙ୍କ ଜଳସବୁ ରକ୍ତ କଲେ

30ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର

31ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ

32ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା

33ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ

34ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ

35ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ

36ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ,

37ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ

38ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା;

39ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ

40ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ

41ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା;

42କାରଣ ସେ ଆପଣା ପବିତ୍ର ବାକ୍ୟ

43ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ

44ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ

45ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ

← ଗୀତସଂହିତା 104 ଗୀତସଂହିତା ଗୀତସଂହିତା 106 →