We Believe JesusFé, Esperança e Nova Vida

ଗୀତସଂହିତା 107

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 106 ଗୀତସଂହିତା ଗୀତସଂହିତା 108 →

1ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ;

2ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି

3ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି,

4ସେମାନେ ପ୍ରାନ୍ତରରେ ନିର୍ଜନ ପଥରେ ଭ୍ରମଣ କଲେ;

5କ୍ଷୁଧିତ ଓ ତୃଷିତ ହୋଇ

6ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ,

7ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ,

8ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ

9ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି

10କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ

11ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଚ୍ଛାୟାରେ ବସିଲେ;

12ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ;

13ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ,

14ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ

15ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ

16ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି

17ମୂର୍ଖମାନେ ଆପଣା ଆପଣା ଅପରାଧ

18ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ

19ତେବେ ସେମାନେ ଆପଣା ଆପଣା ସଙ୍କଟ

20ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି,

21ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ

22ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ

23ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି,

24ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ

25ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ,

26ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି;

27ସେମାନେ ମତ୍ତ ଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି

28ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି,

29ସେ ବତାସକୁ ସୁସ୍ଥିର କରନ୍ତି,

30ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି;

31ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ

32ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ

33ସେ ନଦ-ନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।

34ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ

35ସେ ପ୍ରାନ୍ତରକୁ ଜଳାଶୟ

36ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ

37ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ,

38ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି,

39ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ୱାରା

40ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି,

41ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି

42ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ;

43ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ,

← ଗୀତସଂହିତା 106 ଗୀତସଂହିତା ଗୀତସଂହିତା 108 →