We Believe JesusFé, Esperança e Nova Vida

ଗୀତସଂହିତା 108

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 107 ଗୀତସଂହିତା ଗୀତସଂହିତା 109 →

1ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି;

2ହେ ନେବଲ ଓ ବୀଣେ, ଜାଗ;

3ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି

4ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ

5ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ

6ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ

7ପରମେଶ୍ୱର ଆପଣା ପବିତ୍ରତାରେ108:7 ପବିତ୍ରତାରେ କିମ୍ବା ପବିତ୍ର ସ୍ଥାନରୁ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା;

8ଗିଲୀୟଦ ମୋହର; ମନଃଶି ମୋହର;

9ମୋୟାବ ମୋʼ ପ୍ରକ୍ଷାଳନ-ପାତ୍ର;

10କିଏ ମୋତେ ଦୃଢ଼ ନଗରକୁ ଆଣିବ?

11ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ?

12ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର;

13ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା;

← ଗୀତସଂହିତା 107 ଗୀତସଂହିତା ଗୀତସଂହିତା 109 →