1ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ ହୁଅ ନାହିଁ;
2କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ
3ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି
4ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି;
5ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ
6ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର;
7ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ;
8ତାହାର ଆୟୁ ଅଳ୍ପ ହେଉ
9ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ
10ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ
11ମହାଜନ ତାହାର ସର୍ବସ୍ୱ ଧରୁ;
12ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ,
13ତାହାର ବଂଶ ଉଚ୍ଛିନ୍ନ ହେଉ;
14ତାହାର ପିତୃପୁରୁଷଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ
15ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ,
16ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ।
17ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା;
18ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା,
19ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି
20ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର
21ମାତ୍ର, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର;
22କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ,
23ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ;
24ଉପବାସରେ ମୋʼ ଆଣ୍ଠୁ ଦୁର୍ବଳ ଅଛି
25ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି;
26ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୋହର ସାହାଯ୍ୟ କର;
27ତହିଁରେ ଏହି ତୁମ୍ଭର ହସ୍ତ ବୋଲି
28ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର;
29ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ,
30ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି;
31କାରଣ ସେ ଦୀନହୀନକୁ ତାହାର ପ୍ରାଣର