1ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି,
2ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ;
3ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି;
4ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ,
5ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ
6ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ,
7ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ;