We Believe JesusFé, Esperança e Nova Vida

ଗୀତସଂହିତା 111

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 110 ଗୀତସଂହିତା ଗୀତସଂହିତା 112 →

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

2ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ,

3ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ;

4ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି;

5ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି;

6ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ

7ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ,

8ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ;

9ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି;

10ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ;

← ଗୀତସଂହିତା 110 ଗୀତସଂହିତା ଗୀତସଂହିତା 112 →