We Believe JesusFé, Esperança e Nova Vida

ଗୀତସଂହିତା 113

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 112 ଗୀତସଂହିତା ଗୀତସଂହିତା 114 →

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର,

2ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।

3ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ

4ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ

5ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,

6ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ?

7ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,

8ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।

9ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ

← ଗୀତସଂହିତା 112 ଗୀତସଂହିତା ଗୀତସଂହିତା 114 →