1ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ,
2ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି,
3ମୃତ୍ୟୁର ରଜ୍ଜୁ ମୋତେ ଘେରିଲା,
4ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି;
5ସଦାପ୍ରଭୁ କୃପାବାନ ଓ ଧର୍ମମୟ;
6ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି;
7ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ;
8ତୁମ୍ଭେ ମୃତ୍ୟୁୁରୁ ମୋହର ପ୍ରାଣ
9ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ
10ମୁଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି, ଏଣୁ ମୁଁ କହିବି;
11ମୁଁ ଚଞ୍ଚଳ ଭାବରେ କହିଲି,
12ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ
13ମୁଁ ପରିତ୍ରାଣର ପାତ୍ର116:13 ପରିତ୍ରାଣର ପାତ୍ର ଅର୍ଥାତ୍ ପେୟ-ନୈବେଦ୍ୟ ଉତ୍ସର୍ଗ କରିବି ଗ୍ରହଣ କରିବି
14ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ
15ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ
16ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ;
17ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି,
18ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ,
19ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ