1ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ;
2ଇସ୍ରାଏଲ ଏବେ କହନ୍ତୁ ଯେ,
3ହାରୋଣ-ବଂଶ ଏବେ କହନ୍ତୁ ଯେ,
4ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ,
5ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି;
6ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ;
7ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ;
8ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା
9ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା
10ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ;
11ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ;
12ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ;
13ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ;
14ସଦାପ୍ରଭୁ ମୋହର ବଳ ଓ ଗାନ;
15ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ;
16ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ;
17ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି
18ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି;
19ମୋʼ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଦ୍ୱାରା ଧାର୍ମିକମାନେ ପ୍ରବେଶ କରନ୍ତି;
20ଏହି ସଦାପ୍ରଭୁଙ୍କ ଦ୍ୱାର;
21ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ
22ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ,
23ଏହା ସଦାପ୍ରଭୁଙ୍କ କର୍ମ;
24ଏହା ସଦାପ୍ରଭୁଙ୍କ କୃତ ଦିନ;
25ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର;
26ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ;
27ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି;
28ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି;
29ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ;