1ଯେଉଁମାନେ ଆଚରଣରେ ସିଦ୍ଧ,
2ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି,
3ସେମାନେ କୌଣସି ଅଧର୍ମ କରନ୍ତି ନାହିଁ;
4ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା,
5ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି
6ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ
7ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ
8ମୁଁ ତୁମ୍ଭର ବିଧିସବୁ ପାଳନ କରିବି;
9ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର119:9 ପଥ ପରିଷ୍କାର ଅର୍ଥାତ୍ ଆଚରଣ ଶୁଦ୍ଧ କରିବ?
10ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି;
11ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ,
12ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ;
13ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ
14ଯେପରି ସମୁଦାୟ ଧନରେ,
15ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି
16ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି;
17ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର;
18ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର,
19ମୁଁ ପୃଥିବୀରେ ପ୍ରବାସୀ;
20ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ
21ଯେଉଁ ଅଭିଶପ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମନ୍ତି,
22ମୋʼ ଠାରୁ ନିନ୍ଦା ଓ ଅପମାନ ଦୂର କର;
23ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ;
24ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ
25ମୋହର ପ୍ରାଣ ଧୂଳିରେ ଲାଗୁଅଛି;
26ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ;
27ତୁମ୍ଭେ ଆପଣା ଆଜ୍ଞା-ପଥସବୁ ମୋତେ ବୁଝାଇ ଦିଅ;
28ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ;
29ମୋʼ ଠାରୁ ମିଥ୍ୟାମାର୍ଗ ଅନ୍ତର କର
30ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି;
31ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ;
32ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ
33ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ;
34ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି;
35ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ;
36ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ
37ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ
38ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର,
39ମୋହର ଭୟଜନକ ନିନ୍ଦା ଦୂର କର;
40ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି;
41ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ
42ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି;
43ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ;
44ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର
45ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି;
46ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି
47ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି,
48ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି,
49ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ
50ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା;
51ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି,
52ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି
53ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ
54ମୋʼ ପ୍ରବାସ-ଗୃହରେ
55ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି
56ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ
57ସଦାପ୍ରଭୁ ମୋହର ଅଂଶ;
58ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି;
59ମୁଁ ଆପଣା ଗତିସବୁ ବିବେଚନା କଲି
60ତୁମ୍ଭର ଆଜ୍ଞାସବୁ ପାଳିବାକୁ
61ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା;
62ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ
63ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ
64ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ;
65ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ
66ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ।
67ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି;
68ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ;
69ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟା କଥା କଳ୍ପନା କରିଅଛନ୍ତି;
70ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ119:70 ମେଦ ପରି ସ୍ଥୂଳ ଅର୍ଥାତ୍ ସେମାନଙ୍କ ଅନ୍ତଃକରଣରେ କୌଣସି ସତ୍ୟତା ନାହିଁ
71ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି,
72ହଜାର ହଜାର ସୁନା ଓ ରୂପା ଅପେକ୍ଷା
73ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି;
74ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ;
75ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ,
76ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ
77ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ;
78ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ;
79ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ,
80ମୁଁ ଯେପରି ଲଜ୍ଜିତ ନୋହିବି,
81ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ;
82ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ?
83କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି।
84ତୁମ୍ଭ ଦାସ କେତେ ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଅପେକ୍ଷା କରିବ?
85ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି,
86ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ;
87ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ;119:87 ଅର୍ଥାତ୍ ପ୍ରାୟ ବଧ
88ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ଜୀବନକୁ ରକ୍ଷା119:88 ରକ୍ଷା ସଚେତ କର;
89ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ
90ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ;
91ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର;
92ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ,
93ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ;
94ମୋତେ ତ୍ରାଣ କର, ମୁଁ ତୁମ୍ଭର;
95ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି;
96ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି;
97ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ।
98ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ;
99ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ;
100ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ।
101ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି,
102ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ;
103ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର!
104ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ;
105ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ
106ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ
107ମୁଁ ଅତ୍ୟନ୍ତ ଦୁଃଖିତ ଅଛି;
108ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର
109ମୋʼ ପ୍ରାଣ ନିରନ୍ତର ବିପଦରେ119:109 ବିପଦରେ ଅର୍ଥାତ୍ ହସ୍ତରେ ଥାଏ;
110ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି;
111ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ
112ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ
113ମୁଁ ଦ୍ୱିମନାମାନଙ୍କୁ ଘୃଣା କରେ;
114ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ;
115ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା
116ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ
117ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି
118ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛଜ୍ଞାନ କରିଅଛ;
119ତୁମ୍ଭେ ପୃଥିବୀସ୍ଥ ସମସ୍ତ ଦୁଷ୍ଟଙ୍କୁ ଧାତୁର ଖାଦ ପରି ଦୂର କରିଥାଅ;
120ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ
121ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି;
122ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ;
123ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ
124ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର
125ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର
126ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି;
127ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା
128ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ
129ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ;
130ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ;
131ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ
132ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି
133ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼
134ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର;
135ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର
136ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ
137ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ
138ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ
139ମୋହର ଉଦ୍ଯୋଗ ମୋତେ ଗ୍ରାସ କରିଅଛି,
140ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ;
141ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ;
142ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ
143କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି;
144ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ;
145ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ;
146ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର,
147ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି;
148ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି,
149ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ;
150ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି;
151ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ
152ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ,
153ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର;
154ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର;
155ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ;
156ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ;
157ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ;
158ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି;
159ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ,
160ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ
161ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି;
162କେହି ପ୍ରଚୁର ଲୁଟଧନ ପାଇବା ପରି
163ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ;
164ତୁମ୍ଭର ଧର୍ମମୟ ଶାସନ ସକାଶୁ
165ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି;
166ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି,
167ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି
168ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି।
169ହେ ସଦାପ୍ରଭୋ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ;
170ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ;
171ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ;
172ମୋʼ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ;
173ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ,
174ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି;
175ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ
176ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି;