1ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି;
2ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି।
3ସଦାପ୍ରଭୁ ଚାଟୁବାଦୀ
4ସେମାନେ କହନ୍ତି, “ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା;
5ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ,
6ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ,
7ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ,
8ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ