1“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,”
2ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ
3ହେ ଯିରୂଶାଲମ,
4ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ
5କାରଣ ସେଠାରେ ବିଚାରାର୍ଥକ ସିଂହାସନ,
6ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର;
7ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ
8ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ
9ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ