We Believe JesusFé, Esperança e Nova Vida

ଗୀତସଂହିତା 124

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 123 ଗୀତସଂହିତା ଗୀତସଂହିତା 125 →

1ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,

2ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ,

3ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ

4ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା,

5ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା।

6ସଦାପ୍ରଭୁ ଧନ୍ୟ ହେଉନ୍ତୁ,

7ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି;

8ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ

← ଗୀତସଂହିତା 123 ଗୀତସଂହିତା ଗୀତସଂହିତା 125 →