1ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ126:1 ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ କିମ୍ବା ଦାସତ୍ୱାବସ୍ଥାରୁ ସିୟୋନକୁ ଆଣିଲେ
2ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ
3ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି;
4ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି
5ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
6ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ,