We Believe JesusFé, Esperança e Nova Vida

ଗୀତସଂହିତା 128

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 127 ଗୀତସଂହିତା ଗୀତସଂହିତା 129 →

1ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି

2କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;

3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;

4ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ

5ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;

6ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ।

← ଗୀତସଂହିତା 127 ଗୀତସଂହିତା ଗୀତସଂହିତା 129 →