1ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
2ହେ ପ୍ରଭୋ, ମୋʼ ରବ ଶୁଣ;
3ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ,
4ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ,
5ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,
6ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;
7ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ;
8ପୁଣି, ସେ ଇସ୍ରାଏଲକୁ