1ହେ ସଦାପ୍ରଭୋ, ଦାଉଦ ପକ୍ଷରେ
2ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା,
3“ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ
4ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ,
5ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ,
6ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ;
7ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା;
8ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
9ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ;
10ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ
11ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି;
12ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ
13କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି;
14“ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ;
15ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା;
16ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣ ରୂପ ବସ୍ତ୍ର ପିନ୍ଧାଇବା
17ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା;
18ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା;