1ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା 2ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, 3ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ,