1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
2ସଦାପ୍ରଭୁଙ୍କ ଗୃହରେ,
3ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ;
4ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ
5କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ
6ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ
7ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି;
8ସେ ମିସରର ପ୍ରଥମଜାତ ମନୁଷ୍ୟ
9ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ
10ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ,
11ଇମୋରୀୟମାନଙ୍କ ରାଜା ସୀହୋନକୁ
12ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ,
13ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ;
14ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ
15ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା,
16ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ,
17ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ;
18ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀ
19ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;
20ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
21ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ।