We Believe JesusFé, Esperança e Nova Vida

ଗୀତସଂହିତା 138

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 137 ଗୀତସଂହିତା ଗୀତସଂହିତା 139 →

1ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି;

2ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି,

3ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ,

4ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ,

5ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ;

6ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି;

7ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ138:7 ସୁରକ୍ଷିତ ସଜୀବ ରଖିବ,

8ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ;

← ଗୀତସଂହିତା 137 ଗୀତସଂହିତା ଗୀତସଂହିତା 139 →