We Believe JesusFé, Esperança e Nova Vida

ଗୀତସଂହିତା 14

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 13 ଗୀତସଂହିତା ଗୀତସଂହିତା 15 →

1ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।”

2ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି

3ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି;

4ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ?

5ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ;

6ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ,

7ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ!

← ଗୀତସଂହିତା 13 ଗୀତସଂହିତା ଗୀତସଂହିତା 15 →