1ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର;
2ସେମାନେ ମନେ ମନେ କୁକଳ୍ପନା କରନ୍ତି;
3ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି;
4ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ;
5ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି।
6ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର;
7ହେ ମୋʼ ପରିତ୍ରାଣର ବଳ ସ୍ୱରୂପ, ପ୍ରଭୋ ସଦାପ୍ରଭୋ,
8ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ;
9ଯେଉଁମାନେ ମୋତେ ଘେରିଅଛନ୍ତି,
10ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ।
11ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ;
12ସଦାପ୍ରଭୁ ଦୁଃଖୀର ବିବାଦ
13ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ;