1ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ୱର ହୁଅ;
2ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା,
3ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର;
4ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ
5ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ
6ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି;
7କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି,
8କାରଣ ହେ ପ୍ରଭୋ ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭଆଡ଼େ ଅଛି;
9ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ
10ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ,