We Believe JesusFé, Esperança e Nova Vida

ଗୀତସଂହିତା 142

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 141 ଗୀତସଂହିତା ଗୀତସଂହିତା 143 →

1ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ;

2ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ;

3ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ

4ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ;

5ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ;

6ମୋʼ କାକୂକ୍ତିରେ ମନୋଯୋଗ କର;

7କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର,

← ଗୀତସଂହିତା 141 ଗୀତସଂହିତା ଗୀତସଂହିତା 143 →