1ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର;
2ନିଜ ଦାସକୁ ବିଚାରରେ ଆଣ ନାହିଁ;
3ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି;
4ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହୋଇଅଛି;
5ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି;
6ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁଅଛି;
7ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି;
8ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ;
9ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର;
10ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ;
11ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର;
12ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର