We Believe JesusFé, Esperança e Nova Vida

ଗୀତସଂହିତା 144

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 143 ଗୀତସଂହିତା ଗୀତସଂହିତା 145 →

1ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ,

2ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼,

3ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ?

4ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ;

5ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ;

6ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର;

7ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ;

8ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ,

9ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି;

10ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି;

11ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ,

12ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ

13ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ;

14ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ;

15ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ;

← ଗୀତସଂହିତା 143 ଗୀତସଂହିତା ଗୀତସଂହିତା 145 →