1ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି;
2ପ୍ରତିଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି;
3ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ;
4ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ
5ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ
6ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ;
7ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ
8ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ;
9ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ;
10ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ;
11ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି
12ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ
13ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ
14ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି
15ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ;
16ତୁମ୍ଭେ ଆପଣା ହସ୍ତ ମେଲାଇ
17ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ
18ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ,
19ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ;
20ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି;
21ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ