1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
2ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି;
3ତୁମ୍ଭେମାନେ ଅଧିପତିମାନଙ୍କ ଉପରେ,
4ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ;
5ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ,
6ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର
7ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି;
8ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି;
9ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି;
10ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ,