We Believe JesusFé, Esperança e Nova Vida

ଗୀତସଂହିତା 147

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 146 ଗୀତସଂହିତା ଗୀତସଂହିତା 148 →

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

2ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି;

3ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି

4ସେ ତାରାଗଣର ସଂଖ୍ୟା କରନ୍ତି;

5ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ;

6ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି;

7ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର;

8ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି,

9ସେ ପଶୁକୁ ତାହାର ଆହାର ଦିଅନ୍ତି

10ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହନ୍ତି;

11ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ

12ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର;

13କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି;

14ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି;

15ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି;

16ସେ ମେଷଲୋମ ପରି ତୁଷାର ଦିଅନ୍ତି;

17ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି;

18ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି;

19ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି

20ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି;

← ଗୀତସଂହିତା 146 ଗୀତସଂହିତା ଗୀତସଂହିତା 148 →