We Believe JesusFé, Esperança e Nova Vida

ଗୀତସଂହିତା 150

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 149 ଗୀତସଂହିତା

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

2ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର।

3ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର;

4ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର।

5ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର;

6ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ।

← ଗୀତସଂହିତା 149 ଗୀତସଂହିତା